ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
28 AUG 2022 12:10PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀ ବିଶେଷ କରି ଶିଖ ସମ୍ପ୍ରଦାୟକୁ ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆଜି ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପର୍ବର ପବିତ୍ର ଅବସରରେ ସମସ୍ତଙ୍କୁ ବିଶେଷ କରି ଶିଖ ସମ୍ପ୍ରଦାୟକୁ ଶୁଭେଚ୍ଛା ଜଣାଉଛି । ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପବିତ୍ର ଶିକ୍ଷା ଲକ୍ଷ ଲକ୍ଷ ଲୋକଙ୍କୁ ସଶକ୍ତ କରିବା ସହ ସମାଜକୁ ନ୍ୟାୟପୂର୍ଣ୍ଣ, ସମାବେଶୀ ଓ ସହାନୁଭୂତିଶୀଳ କରିଛି ।”
SR
(रिलीज़ आईडी: 1855017)
आगंतुक पटल : 171
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam