ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
27 AUG 2022 10:26PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ମୁଖ୍ୟ ବିଚାରପତି, ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆଜି ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେଲି ।”
vvc
(ରିଲିଜ ଆଡି: 1855124)
ପରିଦର୍ଶକ କାଉଣ୍ଟର : 159
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam