ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପାକିସ୍ତାନରେ ବନ୍ୟା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
29 AUG 2022 8:03PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାକିସ୍ତାନରେ ବନ୍ୟା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ପାକିସ୍ତାନରେ ବନ୍ୟା ଯୋଗୁଁ ଘଟିଥିବା ବିନାଶ ଦେଖି ଦୁଃଖିତ । ପୀଡିତ, ଆହତ ତଥା ଏହି ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ପ୍ରଭାବିତ ପରିବାରବର୍ଗଙ୍କୁ ଆମେ ହୃଦୟରୁ ସମବେଦନା ଜଣାଉଛୁ ଏବଂ ଶୀଘ୍ର ପୁନରୁଦ୍ଧାର ପାଇଁ ଆଶା କରୁଛୁ ।”
HS
(ରିଲିଜ ଆଡି: 1855356)
ପରିଦର୍ଶକ କାଉଣ୍ଟର : 130
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam