ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜାତୀୟ କ୍ରୀଡ଼ା ଦିବସରେ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ମେଜର ଧ୍ୟାନ ଚାନ୍ଦଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

प्रविष्टि तिथि: 29 AUG 2022 9:05AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କିମ୍ବଦନ୍ତୀ ଭାରତୀୟ ହକି ଖେଳାଳି ମେଜର ଧ୍ୟାନ ଚାନ୍ଦଙ୍କୁ ମଧ୍ୟ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଜାତୀୟ କ୍ରୀଡା ଦିବସର ଶୁଭେଚ୍ଛା ଏବଂ ମେଜର ଧ୍ୟାନ ଚାନ୍ଦ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।

କ୍ରୀଡା ପାଇଁ ସାମ୍ପ୍ରତିକ ବର୍ଷଗୁଡିକ ବହୁତ ଭଲ । ଏହି ଧାରା ଜାରି ରହୁ । କ୍ରୀଡା ସମଗ୍ର ଭାରତରେ ଲୋକପ୍ରିୟତା ହାସଲ କରିପାରେ ।”

HS


(रिलीज़ आईडी: 1855359) आगंतुक पटल : 160
इस विज्ञप्ति को इन भाषाओं में पढ़ें: Bengali , English , Urdu , हिन्दी , Marathi , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam