ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗଣେଶ ଚତୁର୍ଥୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
31 AUG 2022 8:50AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣେଶ ଚତୁର୍ଥୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି,
"यतो बुद्धिरज्ञाननाशो मुमुक्षोः, यतः सम्पदो भक्तसन्तोषिकाः स्युः।
यतो विघ्ननाशो यतः कार्यसिद्धिः, सदा तं गणेशं नमामो भजामः।।
गणेश चतुर्थी की ढेरों शुभकामनाएं। गणपति बाप्पा मोरया!
ଗଣେଶ ଚତୁର୍ଥୀର ହାର୍ଦ୍ଦିକ ଅଭିନନ୍ଦନ । ଭଗବାନ ଶ୍ରୀ ଗଣେଶଙ୍କ କୃପା ସବୁବେଳେ ଆମ ଉପରେ ରହିଥାଉ ।
SR
(ରିଲିଜ ଆଡି: 1855796)
ପରିଦର୍ଶକ କାଉଣ୍ଟର : 134
ଏହି ରିଲିଜ ପଢନ୍ତୁ :
Malayalam
,
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada