ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସମ୍ୱତ୍ସରୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
Posted On:
31 AUG 2022 8:51AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବତ୍ସରୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି,
“ମିଚ୍ଛାମି ଦୁକ୍କଦମ !
ସମ୍ବତ୍ସରୀ କ୍ଷମାଶୀଳତାକୁ ଗୁରୁତ୍ୱ ପ୍ରଦାନ କରିଥାଏ । କାହା ପ୍ରତି କୌଣସି ଦ୍ୱେଷ ନରହୁ । ଦୟା ଓ ଭାଇଚାରାର ଭାବନା ବିରାଜମାନ କରୁ ।”
SR
(Release ID: 1855799)
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Odia
,
Tamil
,
Telugu
,
Malayalam