ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନୂଆଖାଇ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 01 SEP 2022 9:04AM by PIB Bhubaneswar

ପ୍ରଧାନମନ୍ତ୍ରୀ ନୂଆଖାଇର ଶୁଭ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

"ନୂଆଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର ଆମ ସମାଜ ପ୍ରଗତିର ନୂତନ ଶିଖରରେ ପହଞ୍ଚୁ ସମସ୍ତଙ୍କ ସୁଖ, ସମୃଦ୍ଧି ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି "

HS


(ରିଲିଜ ଆଡି: 1855946) ପରିଦର୍ଶକ କାଉଣ୍ଟର : 159