ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ପୀୟୁଷ ଗୋୟଲଙ୍କ ବାସଭବନରେ ଆୟୋଜିତ ଗଣେଶ ଚତୁର୍ଥୀ ସମାରୋହରେ ଭାଗ ନେଲେ ପ୍ରଧାନମନ୍ତ୍ରୀ
Posted On:
31 AUG 2022 10:50PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପୀୟୁଷ ଗୋୟଲଙ୍କ ବାସଭବନରେ ଆୟୋଜିତ ଗଣେଶ ଚତୁର୍ଥୀ ସମାରୋହରେ ଭାଗ ନେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି,
“ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ସହକର୍ମୀ @PiyushGoyalଜୀଙ୍କ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଲି ।
ଭଗବାନ ଶ୍ରୀ ଗଣେଶଙ୍କ ଆଶୀର୍ବାଦ ସବୁବେଳେ ଆମ ଉପରେ ରହିଥାଉ ।”
SR
(Release ID: 1856252)
Visitor Counter : 138
Read this release in:
English
,
Urdu
,
Hindi
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam