ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଜୁରାଟର ଅମ୍ବାଜୀରେ ଏକ ଦୁର୍ଘଟଣାରେ ପ୍ରାଣହାନି ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 02 SEP 2022 2:03PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ଅମ୍ବାଜୀରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ସେ ମଧ୍ୟ ଏହି ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍କରିଛି;

ଗୁଜୁରାଟର ଅମ୍ବାଜୀରେ ଘଟିଥିବା ଦୁର୍ଘଟଣାରେ ଜୀବନ ହାନି ପାଇଁ ମୁଁ ମୁଁ ଅତ୍ୟନ୍ତ ଦୁଃଖିତ ଅହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯାଉଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର

I am deeply pained by the loss of lives due to a mishap in Ambaji, Gujarat. I wish the injured a quick recovery. All possible assistance is being provided to those affected: PM @narendramodi

— PMO India (@PMOIndia) September 2, 2022

HS



(Release ID: 1856305) Visitor Counter : 129