ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁରୁ ଦିବସ ଅବସରରେ କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ

Posted On: 05 SEP 2022 10:42AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବପୀଢିଙ୍କ ମନରେ ଶିକ୍ଷାର ଆନନ୍ଦ ସଂଚାର କରୁଥିବା କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ ଗୁରୁ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ମଧ୍ୟ ଜ୍ଞାପନ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି;

“ଯୁବପୀଢିଙ୍କ ମନରେ ଶିକ୍ଷାର ଆନନ୍ଦ ସଂଚାର କରୁଥିବା କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ #ଗୁରୁ ଦିବସର ଶୁଭେଚ୍ଛା । ଆମ ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ।”  

 

SR



(Release ID: 1856818) Visitor Counter : 241