ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଦ୍ୱାରକା ଶାରଦା ପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
11 SEP 2022 6:32PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରକା ଶାରଦା ପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦ୍ୱାରକା ଶାରଦା ପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦେହାନ୍ତରେ ଅତ୍ୟନ୍ତ ଦୁଃଖିତ । ଏହି ଦୁଃଖଦ ସମୟରେ ତାଙ୍କ ଅନୁଗାମୀମାନଙ୍କୁ ମୋର ସମବେଦନା । ଓମ୍ ଶାନ୍ତି!”
HS
(ରିଲିଜ ଆଡି: 1858653)
ପରିଦର୍ଶକ କାଉଣ୍ଟର : 147
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Malayalam