ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଅହମ୍ମଦାବାଦରେ ଏକ ର୍ନିମାଣାଧୀନ କୋଠାରେ ଦୁର୍ଘଟଣା ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 SEP 2022 3:07PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦରେ ଏକ ର୍ନିମାଣାଧୀନ କୋଠାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଶ୍ରୀ ମୋଦୀ କହିଛନ୍ତି ଯେ ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ କର୍ତ୍ତୃପକ୍ଷ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ଅହମ୍ମଦାବାଦର ଏକ ର୍ନିମାଣାଧୀନ କୋଠାରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ଏହି ଦୁର୍ଘଟଣାରେ ଯେଉଁମାନେ ପରିବାର ସଦସ୍ୟଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି: ପ୍ରଧାନମନ୍ତ୍ରୀ

HS


(ରିଲିଜ ଆଡି: 1859230) ପରିଦର୍ଶକ କାଉଣ୍ଟର : 210