ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମାଲେସିଆର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଟୁନ୍ ଡକ୍ଟର ଏସ୍ ସାମି ଭେଲୁଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
15 SEP 2022 10:47AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ମାଲେସିଆର ପ୍ରଥମ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରାପ୍ତ ଟୁନ୍ ଡକ୍ଟର ଏସ୍ ସାମି ଭେଲୁଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମାଲେସିଆର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ମାଲେସିଆର ପ୍ରଥମ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରାପ୍ତ ଟୁନ୍ ଡକ୍ଟର ଏସ୍ ସାମି ଭେଲୁଙ୍କ ଦେହାନ୍ତରେ ଦୁଃଖିତ । ତାଙ୍କ ପରିବାର ପ୍ରତି ସମବେଦନା । ଓମ୍ ଶାନ୍ତି ।”
HS
(ରିଲିଜ ଆଡି: 1859583)
ପରିଦର୍ଶକ କାଉଣ୍ଟର : 170
ଏହି ରିଲିଜ ପଢନ୍ତୁ :
Bengali
,
Malayalam
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada