ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଣ୍ଡିତ ଦୀନ୍ ଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
25 SEP 2022 9:06AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନ୍ ଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୁଁ ପଣ୍ଡିତ ଦୀନ୍ ଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଅନ୍ତ୍ୟୋଦୟ ଉପରେ ତାଙ୍କର ଗୁରୁତ୍ୱ ଏବଂ ଗରୀବଙ୍କ ସେବା ଆମକୁ ପ୍ରେରଣା ଯୋଗାଇଥାଏ । ସେ ଜଣେ ଅସାଧାରଣ ଚିନ୍ତକ ତଥା ବୁଦ୍ଧିଜୀବୀ ଭାବରେ ମଧ୍ୟ ସ୍ମରଣୀୟ ଅଟନ୍ତି ।”
HS
(रिलीज़ आईडी: 1862117)
आगंतुक पटल : 333
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam