ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମହାଳୟା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
25 SEP 2022 1:01PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାଳୟା ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମହାଳୟା ଅବସରରେ ଆମେ ମା’ ଦୁର୍ଗାଙ୍କୁ ପ୍ରାର୍ଥନା କରୁଛୁ ଏବଂ ଆମ ଲୋକଙ୍କ ପାଇଁ ତାଙ୍କ ଈଶ୍ୱରୀୟ ଆଶୀର୍ବାଦ କାମନା କରୁଛୁ । ସମସ୍ତେ ଖୁସି ଏବଂ ସୁସ୍ଥ ରୁହନ୍ତୁ । ଚାରିଆଡେ ସମୃଦ୍ଧତା ଏବଂ ଭାଇଚାରାର ପରିବେଶ ହେଉ ।
ଶୁଭ ମହାଳୟା !”
HS
(रिलीज़ आईडी: 1862119)
आगंतुक पटल : 157
इस विज्ञप्ति को इन भाषाओं में पढ़ें:
Gujarati
,
Telugu
,
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Punjabi
,
Tamil
,
Kannada
,
Malayalam