ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 19 SEP 2022 2:19PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଜନତା ପାର୍ଟିର ଓଡିଶା ଶାଖା ନେତା ଶ୍ରୀ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;

“ଓଡ଼ିଶାର ପ୍ରଗତିରେ ଶ୍ରୀ ବିଷ୍ଣୁ ଚରଣ ସେଠୀ ଜୀଙ୍କ ଅବଦାନ ଉଲ୍ଲେଖନୀୟ । ସେ ଜଣେ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଏବଂ ସାମାଜିକ ସଶକ୍ତିକରଣରେ ବହୁତ ଅବଦାନ ରଖିଥିଲେ । ତାଙ୍କ ଦେହାନ୍ତରେ ଦୁଃଖିତ । ତାଙ୍କ ପରିବାର ଏବଂ ସମର୍ଥକଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ।”

HS



(Release ID: 1862745) Visitor Counter : 136