ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

Posted On: 30 SEP 2022 10:44PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି

 କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁରଙ୍କ ଏକ ଟୁଇଟର ଉତ୍ତରରେ ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

 “ଯେଉଁମାନେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି ସେମାନଙ୍କୁ ଅଭିନନ୍ଦନ ଏହି ସମ୍ମାନ ସେମାନଙ୍କ ସୃଜନଶୀଳତା ଏବଂ ମନୋରଞ୍ଜନ, କଳା ଏବଂ ସଂସ୍କୃତି ଜଗତକୁ ଅବଦାନର ଏକ ଉପଯୁକ୍ତ ସ୍ୱୀକୃତି ଅଟେ

HS



(Release ID: 1864150) Visitor Counter : 91