ପୋଷ୍ଟ କରାଯିବା ଦିନାଙ୍କ:
02 OCT 2022 3:53PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜୟ ଘାଟରେ ତାଙ୍କ ଜୟନ୍ତୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବିଜୟ ଘାଟରେ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ଯିଏ ଭାରତର ଇତିହାସରେ ଅବିସ୍ମରଣୀୟ ଅବଦାନ ରଖିଛନ୍ତି ।”
HS