ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀ ସ୍ମୃତି ଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
03 OCT 2022 1:12PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀ ସ୍ମୃତି ଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀ ସ୍ମୃତି ଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଇଛି ।”
HS
(ରିଲିଜ ଆଡି: 1864713)
ପରିଦର୍ଶକ କାଉଣ୍ଟର : 189
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam