ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 04 OCT 2022 6:02PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ତାଙ୍କ ଅଭିଭାଷଣ ସେୟାର କରିଛନ୍ତି ଯେଉଁଥିରେ ସେ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ମହାନତା ବିଷୟରେ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ସାହସୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ମା’ ଭାରତୀଙ୍କ ଏହି ର୍ନିଭୀକ ପୁତ୍ର ଭାରତକୁ ମୁକ୍ତ କରିବା ତଥା ଆମ ଲୋକଙ୍କ ମଧ୍ୟରେ ଗର୍ବର ଭାବନାକୁ ବଢାଇବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ । ମୋର ଏକ ଭାଷଣ ସେୟାର କରିଛି ଯେଉଁଥିରେ ମୁଁ ତାଙ୍କ ମହାନତା ବିଷୟରେ କହିଥିଲି ।”

HS


(रिलीज़ आईडी: 1865135) आगंतुक पटल : 186
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam