ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତମ ରକ୍ଷଣାବେକ୍ଷଣ ପାଇଁ ଅରୁଣାଚଳ ପ୍ରଦେଶର ସରକାରୀ ମାଧ୍ୟମିକ ବିଦ୍ୟାଳୟ, ଜାଙ୍ଗକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 04 OCT 2022 7:17PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅରୁଣାଚଳ ପ୍ରଦେଶର ଜାଙ୍ଗ ସରକାରୀ ମାଧ୍ୟମିକ ବିଦ୍ୟାଳୟର ଉତ୍ତମ ରକ୍ଷଣାବେକ୍ଷଣ ପାଇଁ ଖୁସି ବ୍ୟକ୍ତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପେମା ଖଣ୍ଡୁଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

“ବହୁତ ଭଲ ଦେଖାଯାଉଛି! ଏହି ବିଦ୍ୟାଳୟର ଛାତ୍ର ଓ ଶିକ୍ଷକମାନଙ୍କୁ ଅଭିନନ୍ଦନ”

HS


(रिलीज़ आईडी: 1865167) आगंतुक पटल : 182
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam