ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତରାଖଣ୍ଡର ପାଉରୀରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 06 OCT 2022 7:38AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ପାଉରୀରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

 ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

 “ଉତ୍ତରାଖଣ୍ଡର ପାଉରୀରେ ବସ୍ ଦୁର୍ଘଟଣା ହୃଦୟବିଦାରକ ଅଟେ ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରଙ୍କ ସହ ଅଛି ମୁଁ ଆଶା କରୁଛି ଯେଉଁମାନେ ଆହତ ହୋଇଛନ୍ତି ସେମାନେ ଶୀଘ୍ର ସୁସ୍ଥ ହୋଇଯିବେ ଉଦ୍ଧାର କାର୍ଯ୍ୟ ଚାଲିଛି ଯେଉଁମାନେ ପ୍ରଭାବିତ ସେମାନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ : ପ୍ରଧାନମନ୍ତ୍ରୀ ମୋଦୀ

HS


(ରିଲିଜ ଆଡି: 1865463) ପରିଦର୍ଶକ କାଉଣ୍ଟର : 139