ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମୁମ୍ବାଇର ବାନ୍ଦ୍ରା-ୱର୍ଲି ସି ଲିଙ୍କରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
Posted On:
06 OCT 2022 7:39AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇର ବାନ୍ଦ୍ରା-ୱର୍ଲି ସି ଲିଙ୍କରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରାର୍ଥନା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
ମୁମ୍ବାଇର ବାନ୍ଦ୍ରା-ୱର୍ଲି ସି ଲିଙ୍କରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ମୁଁ ଆଶା କରୁଛି ଯେଉଁମାନେ ଆହତ ହୋଇଛନ୍ତି ସେମାନେ ଶୀଘ୍ର ସୁସ୍ଥ ହୋଇଯିବେ ।”
HS
(Release ID: 1865464)
Visitor Counter : 145
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam