ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସଂସଦ ଭବନରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 02 OCT 2022 4:27PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ସଂସଦ ଭବନରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି:

ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦ ଭବନରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ

HS


(रिलीज़ आईडी: 1865477) आगंतुक पटल : 134
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam