ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜୁରାଟର ଭଡୋଦରା ଠାରେ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମ୍‍ଏନ୍‍ଆରଏଫ୍‍ ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 06 OCT 2022 9:57AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ଭଡୋଦରା ଠାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା କରି ଅନୁକମ୍ପା ମୂଳକ ସହାୟତା ରାଶି ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦେବାକୁ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

ଭଡୋଦରା ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ପିଏମଏନ୍‍ଆରଏଫ୍‍ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ଲକ୍ଷ ଟଙ୍କା କରି ଦିଆଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ

HS


(ରିଲିଜ ଆଡି: 1865480) ପରିଦର୍ଶକ କାଉଣ୍ଟର : 158