ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସଂସଦରେ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
06 OCT 2022 9:59AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀ ଅବସରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି:
“ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ସଂସଦ ଭବନରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି”
HS
(रिलीज़ आईडी: 1865481)
आगंतुक पटल : 130
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam