ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାଲ୍ମିକୀ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
Posted On:
09 OCT 2022 9:55AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଲ୍ମିକୀ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ମହର୍ଷି ବାଲ୍ମିକୀଙ୍କ ବିଷୟରେ ତାଙ୍କ ଚିନ୍ତାଧାରାର ଏକ ଭିଡିଓ ସେୟାର କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଦେଶବାସୀଙ୍କୁ ବାଲ୍ମିକୀ ଜୟନ୍ତୀର ଶୁଭକାମନା!”
HS
(Release ID: 1866210)
Read this release in:
Urdu
,
English
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam