ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭାରତ ରତ୍ନ ନାନାଜୀ ଦେଶମୁଖଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ

Posted On: 11 OCT 2022 9:40AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ରତ୍ନ ନାନାଜୀ ଦେଶମୁଖଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଭାରତ ରତ୍ନ ନାନାଜୀ ଦେଶମୁଖଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ସ୍ମରଣ କରିବା ଗ୍ରାମୀଣ ଭାରତ ଏବଂ କୃଷି ପାଇଁ ତାଙ୍କର ସମୃଦ୍ଧ ବୁଝାମଣା ତାଙ୍କ କାର୍ଯ୍ୟରେ ପ୍ରତିଫଳିତ ହୋଇଛି ସେ ଜଣେ ଉଲ୍ଲେଖନୀୟ ଚିନ୍ତକ ମଧ୍ୟ ଥିଲେ

HS



(Release ID: 1866820) Visitor Counter : 143