ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଅମିତାଭ ବଚ୍ଚନଙ୍କୁ ତାଙ୍କ ୮୦ ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 11 OCT 2022 4:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅମିତାଭ ବଚ୍ଚନଙ୍କୁ ତାଙ୍କ ୮୦ ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ଶ୍ରୀ ମୋଦୀ କହିଛନ୍ତି ଯେ ଅମିତାଭ ବଚ୍ଚନ ହେଉଛନ୍ତି ଭାରତର ଅନ୍ୟତମ ଉଲ୍ଲେଖନୀୟ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଯିଏ କି ସବୁ ପୀଢିର ଦର୍ଶକଙ୍କୁ ଆକର୍ଷିତ କରିବା ସହିତ ମନୋରଞ୍ଜନ ଯୋଗାଇଥାନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଅମିତାଭ ବଚ୍ଚନ ଜୀଙ୍କୁ ତାଙ୍କ ୮୦ ତମ ଜନ୍ମଦିନର ଶୁଭେଚ୍ଛା ସେ ହେଉଛନ୍ତି ଭାରତର ଅନ୍ୟତମ କିମ୍ବଦନ୍ତୀ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଯିଏକି ସବୁ ପୀଢିର ଦର୍ଶକଙ୍କୁ ଆକର୍ଷିତ କରିବା ସହିତ ମନୋରଞ୍ଜନ ଯୋଗାଇଥାନ୍ତି ସେ ଏକ ଦୀର୍ଘ ଏବଂ ସୁସ୍ଥ ଜୀବନଯାପନ କରନ୍ତୁ

HS


(रिलीज़ आईडी: 1866825) आगंतुक पटल : 164
इस विज्ञप्ति को इन भाषाओं में पढ़ें: Bengali , Gujarati , English , Urdu , Marathi , हिन्दी , Assamese , Manipuri , Punjabi , Tamil , Telugu , Kannada , Malayalam