ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡକ୍ଟର ଏପିଜେ ଅବଦୁଲ କଲାମଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 OCT 2022 9:53AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏପିଜେ ଅବଦୁଲ କଲାମଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବୈଜ୍ଞାନିକ ତଥା ରାଷ୍ଟ୍ରପତି ଭାବରେ ଡକ୍ଟର କଲାମଙ୍କ ଅବଦାନକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯିଏ ସମାଜର ପ୍ରତ୍ୟେକ ବର୍ଗଙ୍କ ସହିତ ତାଳମେଳ ରଖୁଥିଲେ

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

ଆମର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏପିଜେ ଅବଦୁଲ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ବୈଜ୍ଞାନିକ ତଥା ରାଷ୍ଟ୍ରପତି ଭାବରେ ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ସମାଜର ପ୍ରତ୍ୟେକ ବର୍ଗଙ୍କ ସହିତ ତାଳମେଳ ରଖୁଥିବାରୁ ସେ ସର୍ବଦା ପ୍ରଶଂସନୀୟ

HS


(ରିଲିଜ ଆଡି: 1868115) ପରିଦର୍ଶକ କାଉଣ୍ଟର : 207