ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
18 OCT 2022 2:02PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ପାଇଁ ଦୁଃଖିତ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି: ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦୀ ।”
HS
(ରିଲିଜ ଆଡି: 1868790)
ପରିଦର୍ଶକ କାଉଣ୍ଟର : 149
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam