ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତରପ୍ରଦେଶର ଅଯୋଧ୍ୟାରେ ଭଗବାନ୍ ଶ୍ରୀ ରାମଲାଲା ବିରାଜମାନଙ୍କ ଦର୍ଶନ ଏବଂ ପୂଜା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 23 OCT 2022 7:38PM by PIB Bhubaneswar

ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ସ୍ଥାନ ଅନୁଧ୍ୟାନ କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୀପାବଳି ଅବସରରେ ଉତ୍ତରପ୍ରଦେଶର ଅଯୋଧ୍ୟା ଗସ୍ତ କରି ଆଜି ଭଗବାନ ଶ୍ରୀ ରାମଲାଲା ବିରାଜମାନଙ୍କ ଦର୍ଶନ ଏବଂ ପୂଜା କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ସ୍ଥାନ ଯାଞ୍ଚ କରିଥିଲେ । ସେ ମନ୍ଦିର ପରିସରରେ ଶ୍ରମିକଙ୍କ ସମେତ ପବିତ୍ର ପ୍ରକଳ୍ପ ସହିତ ଜଡିତ ଲୋକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।

HS


(ରିଲିଜ ଆଡି: 1870551) ପରିଦର୍ଶକ କାଉଣ୍ଟର : 182