ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଛଠ ପର୍ବ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 30 OCT 2022 9:05AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଠ ପର୍ବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସୂର୍ଯ୍ୟଦେବ ଓ ପ୍ରକୃତି ଉପାସନା ପାଇଁ ସମର୍ପିତ ମହାପର୍ବ ଛଠ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଭଗବାନ ଭାସ୍କରଙ୍କ ଆଭା ଓ ଛଠ ମାତାଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି କାମନା କରୁଛି ।” 

SR



(Release ID: 1872013) Visitor Counter : 108