ପୋଷ୍ଟ କରାଯିବା ଦିନାଙ୍କ:
30 OCT 2022 8:05PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୋରବି ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋରବି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫ୍ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”
HS