ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଲୁଇଜ ଇନାସିଓ ଲୁଲା ଦି ସିଲଭାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
प्रविष्टि तिथि:
31 OCT 2022 12:26PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଲୁଇଜ ଇନାସିଓ ଲୁଲା ଦି ସିଲଭାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନ ଜିତିଥିବାରୁ @LulaOficialଙ୍କୁ ଅଭିନନ୍ଦନ । ଦ୍ୱିପାକ୍ଷିକ ସମ୍ପର୍କ ସହ ବୈଶିକ ପ୍ରସଙ୍ଗରେ ଆମ ସହଯୋଗକୁ ଆହୁରି ଗଭୀର ଓ ବ୍ୟାପକ କରିବା ପାଇଁ ମିଳିତ ଭାବେ କାମ କରିବାକୁ ଆଗ୍ରହୀ: PM”
SR
(रिलीज़ आईडी: 1872269)
आगंतुक पटल : 152
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam