ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 07 NOV 2022 5:02PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଭାରତର ପ୍ରାଚୀନ ସଂସ୍କୃତି, ଆଧ୍ୟାତ୍ମ ଓ ପରମ୍ପରାର ପ୍ରତୀକ ପର୍ବ କାର୍ତ୍ତିକ ପୂର୍ଣ୍ଣିମା ଓ ଦେବ ଦୀପାବଳିର ହାର୍ଦ୍ଦିକ ଶୁଭକାମନା । ପବିତ୍ର ସ୍ନାନ ଓ ଦୀପଦାନ ସହ ଜଡିତ ଏହି ପର୍ବ ସମସ୍ତଙ୍କ ଜୀବନରେ ନୂଆ ଉର୍ଜା ସଂଚାର କରୁ ।”

 

SR



(Release ID: 1874361) Visitor Counter : 112