ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ଏଲକେ ଆଡଭାନୀଙ୍କୁ ଭେଟି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Posted On: 08 NOV 2022 12:41PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ଏଲକେ ଆଡଭାନୀଙ୍କୁ ଭେଟି ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆଡଭାନୀ ଜୀଙ୍କ ବାସଭବନ ଯାଇ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲି । ଭାରତର ବିକାଶ ପାଇଁ ତାଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ।  ନିଜ ଦୃଷ୍ଟିଭଙ୍ଗୀ ଓ ଜ୍ଞାନ ପାଇଁ ସେ ସାରା ଭାରତରେ ସମ୍ମାନିତ । ବିଜେପିକୁ ଗଢିବା ଓ ମଜବୁତ କରିବାରେ ତାଙ୍କ ଭୂମିକା ଅତୁଳନୀୟ । ତାଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରୁଛି ।”  

 

SR



(Release ID: 1874518) Visitor Counter : 110