ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜ୍ୟ ସ୍ଥାପନ ଦିବସ ଅବସରରେ ଉତ୍ତରାଖଣ୍ଡବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 09 NOV 2022 3:44PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ସ୍ଥାପନ ଦିବସ ଅବସରରେ ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଉତ୍ତରାଖଣ୍ଡବାସୀଙ୍କୁ ରାଜ୍ୟ ସ୍ଥାପନ ଦିବସର ଶୁଭେଚ୍ଛା । ଏହି ରାଜ୍ୟର ବ୍ୟକ୍ତିମାନେ ଦେଶ ନିର୍ମାଣ ପାଇଁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି । ଆଗାମୀ ଦିନରେ ଉତ୍ତରାଖଣ୍ଡ ଆହୁରି ପ୍ରଗତି କରୁ ବୋଲି କାମନା । 

 

SR


(रिलीज़ आईडी: 1874722) आगंतुक पटल : 173
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam