ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ପୋଷ୍ଟ କରାଯିବା ଦିନାଙ୍କ: 09 NOV 2022 2:31PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଭାରତର ପ୍ରଧାନ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ଅଭିନନ୍ଦନ । ତାଙ୍କ ସଫଳ କାର୍ଯ୍ୟକାଳ କାମନା କରୁଛି ।”  

 

SR


(ରିଲିଜ ଆଡି: 1875346) ପରିଦର୍ଶକ କାଉଣ୍ଟର : 164