ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 19 NOV 2022 9:06PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଜୟନ୍ତୀ ଅବସରରେ ଆମ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ।” 

 

SR


(रिलीज़ आईडी: 1877375) आगंतुक पटल : 197
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam