ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କାଜାଖସ୍ତାନ ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ରାଷ୍ଟ୍ରପତି କାସିମ-ଜୋମାର୍ତ ତୋକାୟେଭଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
21 NOV 2022 10:14PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାଜାଖସ୍ତାନ ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ରାଷ୍ଟ୍ରପତି କାସିମ- ଜୋମାର୍ତ ତୋକାୟେଭଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“କାଜାଖସ୍ତାନ ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ରାଷ୍ଟ୍ରପତି @TokayevKZଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।
ଆମ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ତାଙ୍କ ସହ କାମ ଜାରି ରଖିବାକୁ ଆଶାବାଦୀ । @AkordaPress”
SR
(ରିଲିଜ ଆଡି: 1877944)
ପରିଦର୍ଶକ କାଉଣ୍ଟର : 166
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam