ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 24 NOV 2022 9:43PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଦାତୋ ସେରି ଅନୱର ଇବ୍ରାହିମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଦାତୋ ସେରି @anwaribrahim । ଭାରତ- ମାଲେସିଆ ବର୍ଦ୍ଧିତ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଏକାଠି କାମ କରିବାକୁ ଆଶାବାଦୀ ।

 

SR


(रिलीज़ आईडी: 1878809) आगंतुक पटल : 187
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam