ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 NOV 2022 9:30PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆଜି ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ।”
HS
(ରିଲିଜ ଆଡି: 1879321)
ପରିଦର୍ଶକ କାଉଣ୍ଟର : 196
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam