ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୟନ୍ତୀ ଅବସରରେ ପରମପୂଜ୍ୟ ପ୍ରମୁଖ ସ୍ୱାମୀ ମହାରାଜ ଜୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 01 DEC 2022 1:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପରମପୂଜ୍ୟ ପ୍ରମୁଖ ସ୍ୱାମୀ ମହାରାଜ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।  

ବିଏପିଏସ ସ୍ୱାମୀନାରାୟଣ ସଂସ୍ଥାର ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଜୟନ୍ତୀ ଅବସରରେ ପରମପୂଜ୍ୟ ପ୍ରମୁଖ ସ୍ୱାମୀ ମହାରାଜ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲି । ବିଭିନ୍ନ ଅବସରରେ ବହୁ ତାଙ୍କ ସହ ଆଲୋଚନା ତଥା ସ୍ନେହ ଲାଭ କରିବାର ସୁଯୋଗ ମିଳିଥିବାରୁ ନିଜକୁ ଧନ୍ୟ ମଣୁଛି । ସମାଜ ପ୍ରତି ଉଲ୍ଲେଖନୀୟ ସେବା ପାଇଁ ସେ ବିଶ୍ୱ ବନ୍ଦିତ ।”

SR


(रिलीज़ आईडी: 1880405) आगंतुक पटल : 215
इस विज्ञप्ति को इन भाषाओं में पढ़ें: Malayalam , Kannada , English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu