ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜୟନ୍ତୀ ଅବସରରେ ଡଃ ରାଜେନ୍ଦ୍ର ପ୍ରସାଦଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
03 DEC 2022 9:24AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୟନ୍ତୀ ଅବସରରେ ଡଃ ରାଜେନ୍ଦ୍ର ପ୍ରସାଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଜୟନ୍ତୀ ଅବସରରେ ଡଃ ରାଜେନ୍ଦ୍ର ପ୍ରସାଦଙ୍କୁ ସ୍ମରଣ କରୁଛି । ଜଣେ ମହାନ ନେତା ଭାବରେ ସେ ସାହସ ଓ ବୌଦ୍ଧିକତାର ପ୍ରତୀକ ଥିଲେ । ତାଙ୍କ ବ୍ୟକ୍ତିତ୍ୱ ଭାରତୀୟ ସଂସ୍କୃତିରେ ନିହିତ ଥିଲା ଏବଂ ଭାରତର ବିକାଶ ପାଇଁ ତାଙ୍କ ଆଭିମୁଖ୍ୟ ଭବିଷ୍ୟବାଦୀ ଥିଲା ।”
SR
(ରିଲିଜ ଆଡି: 1880776)
ପରିଦର୍ଶକ କାଉଣ୍ଟର : 236
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam