ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବା ବିଶ୍ୱ ନେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ

प्रविष्टि तिथि: 05 DEC 2022 9:02AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବାରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋଁଙ୍କୁ ଧନ୍ୟବାଦ ଜଣାଇଛନ୍ତି । 

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ।

ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦାଙ୍କ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଟ୍ୱିଟ କରିଛନ୍ତି ।

ଭାରତର ଜି-୨୦ ଅଧ୍ୟକ୍ଷତା ପାଇଁ ସ୍ପେନ ପ୍ରଧାନମନ୍ତ୍ରୀ ପେଦ୍ରୋ ସାଞ୍ଚେଜଙ୍କ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଉଦାର ଶବ୍ଦ ପାଇଁ କୃତଜ୍ଞତା ବ୍ୟକ୍ତ କରିବା ସହ ଟ୍ୱିଟ କରିଛନ୍ତି ।

ୟୁରୋପୀୟ ସଂଘ ସଭାପତି ଚାର୍ଲସ ମିସେଲଙ୍କ ଶୁଭେଚ୍ଛା ବାର୍ତ୍ତା ପ୍ରତ୍ୟୁତ୍ତରରେ ଶ୍ରୀ ମୋଦୀ ତାଙ୍କୁ ଧନ୍ୟବାଦ ଜଣାଇ ଟ୍ୱିଟ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଜି-୨୦ ଅଧ୍ୟକ୍ଷତାକୁ ସମର୍ଥନ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଆମେରିକା ରାଷ୍ଟ୍ରପତିଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ।

 

SR


(रिलीज़ आईडी: 1881062) आगंतुक पटल : 199
इस विज्ञप्ति को इन भाषाओं में पढ़ें: Assamese , English , Urdu , हिन्दी , Marathi , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam