ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
11 DEC 2022 4:45PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁ ଜୀଙ୍କୁ ଅଭିନନ୍ଦନ । ମୁଁ ହିମାଚଳ ପ୍ରଦେଶର ବିକାଶ ପାଇଁ କେନ୍ଦ୍ରରୁ ସମସ୍ତ ସମ୍ଭାବ୍ୟ ସହଯୋଗକୁ ନିଶ୍ଚିତ କରୁଛି ।”
HS
(रिलीज़ आईडी: 1882526)
आगंतुक पटल : 192
इस विज्ञप्ति को इन भाषाओं में पढ़ें:
Tamil
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Telugu
,
Kannada
,
Malayalam