ପୋଷ୍ଟ କରାଯିବା ଦିନାଙ୍କ:
11 DEC 2022 4:45PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁ ଜୀଙ୍କୁ ଅଭିନନ୍ଦନ । ମୁଁ ହିମାଚଳ ପ୍ରଦେଶର ବିକାଶ ପାଇଁ କେନ୍ଦ୍ରରୁ ସମସ୍ତ ସମ୍ଭାବ୍ୟ ସହଯୋଗକୁ ନିଶ୍ଚିତ କରୁଛି ।”
HS