ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

Posted On: 12 DEC 2022 3:23PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲଙ୍କୁ ଅଭିନନ୍ଦନ । ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ସମସ୍ତଙ୍କୁ ମଧ୍ୟ ମୁଁ ଅଭିନନ୍ଦନ ଜଣାଉଛି । ଏହା ଏକ ଶକ୍ତିଶାଳୀ ଟିମ୍‍ ଯାହା ଗୁଜୁରାଟକୁ ପ୍ରଗତିର ନୂତନ ଶିଖରରେ ପହଞ୍ଚାଇବ ।”

HS



(Release ID: 1882891) Visitor Counter : 79