ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସର୍ଦ୍ଦାର ପଟେଲଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
15 DEC 2022 9:52AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ଦ୍ଦାର ପଟେଲଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଭାରତ ପ୍ରତି ତାଙ୍କର ମହାନ ଅବଦାନକୁ ମନେ ପକାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୁଁ ସର୍ଦ୍ଦାର ପଟେଲଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ଏବଂ ଭାରତ ପ୍ରତି ବିଶେଷ କରି ଆମ ଦେଶକୁ ଏକଜୁଟ କରିବାରେ ଏବଂ ସାମଗ୍ରିକ ବିକାଶରେ ପ୍ରେରଣା ଯୋଗାଇବାରେ ତାଙ୍କର ମହାନ ଅବଦାନକୁ ମନେ ପକାଉଛି ।”
HS
(ରିଲିଜ ଆଡି: 1883781)
ପରିଦର୍ଶକ କାଉଣ୍ଟର : 226
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam